ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୭୦ ଛୁଇଁଲା

Spread the love

ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

About the author

Leave a Reply

Your email address will not be published. Required fields are marked *