କୋଣାର୍କ ୨।୮: କୋଭିଡର ଦ୍ବିତୀୟ ଲହର ପାଇଁ ଅପ୍ରେଲ ମାସ ୧୫ ତାରିଖଠାରୁ ବନ୍ଦ ଥିବା ବିଶ୍ଵ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଆଜିଠାରୁ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଛି। ଦୀର୍ଘ ଦିନ ଧରି ବନ୍ଦ ଥିବା ସୂର୍ଯ୍ୟ ମନ୍ଦିର ସୋମବାର ସକାଳ ୬ଟାରେ ପ୍ରଥମେ ମୁଖ୍ୟ ଫାଟକ ଖୋଲିବା ପରେ ଦେଖିବାକୁ ମିଳିଥିଲା ପର୍ଯ୍ୟଟକଙ୍କ ଗହଳି। ମନ୍ଦିର ଭିତରକୁ ପ୍ରବେଶ ପୂର୍ବରୁ ପର୍ଯ୍ୟଟକମାନଙ୍କୁ ଟିକେଟ କରିବା ଅନିବାର୍ଯ୍ୟ ଥିବା ବେଳେ, ପର୍ଯ୍ୟଟକମାନେ ଅନଲାଇନରେ ଟିକେଟ୍ କରି ମନ୍ଦିର ଭିତରକୁ ପ୍ରବେଶ କରିଥିଲେ।
About the author
Related Posts

November 19, 2020
ଆସନ୍ତାକାଲିଠୁ ବିଧାନସଭାର ଶୀତ ଅଧିବେଶନ : କମ୍ପିବ ଗୃହ

October 23, 2020
କରୋନା ଉପଚାରରେ ପ୍ଲାଜମା ଥେରାପି ଡର

August 2, 2021