କଙ୍ଗନାଙ୍କ ମୁମ୍ବାଇ ସ୍ଥିତ ଘର ଭାଙ୍ଗିବା ଘଟଣାରେ ଆସନ୍ତା ୨୬ରେ ରାୟ ପ୍ରକାଶ କରିବେ ବମ୍ବେ ହାଇକୋର୍ଟ

ମୁମ୍ବାଇ : ବ୍ରିହାନମୁମ୍ବାଇ ମହାନଗର ନିଗମ (ବିଏମସି) ସେପ୍ଟେମ୍ବର ୯ ରେ ବାନ୍ଦ୍ରାରେ ଥିବା  କଙ୍ଗନା ରଣାଓ୍ବତଙ୍କ ଘରକୁ ବେଆଇନ ଦର୍ଶାଇ ଭାଙ୍ଗିଥିଲା । ତେବେ ପରବର୍ତ୍ତୀ ମୁହୂର୍ତ୍ତରେ ବମ୍ବେ ହାଇକୋର୍ଟ ଏହି…

କ୍ରମାଗତ ଭାବେ ବଢିଚାଲିଛି ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ : ଭାରତରେ ଆଜି ପୁଣି ତେଲଦର ବୃଦ୍ଧି ପାଇଛି । ଅନ୍ତର୍ଜାତୀୟ ବଜାରରେ ଗତ କିଛି ଦିନଧରି ଅଶୋଧିତ ତେଲଦର ବଢିଚାଲିଥିବାରୁ ଓ ଡଲାର ତୁଳନାରେ ଟଙ୍କା ମୂଲ୍ୟ ହ୍ରାସ ଯୋଗୁଁ…

ଓଡ଼ିଶାରେ ୪୬ଟି ସାଗରମାଳା ପ୍ରକଳ୍ପର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଶନିବାର ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଏବଂ ପାରାଦୀପ ବନ୍ଦରର ଅଧ୍ୟକ୍ଷଙ୍କ ସହ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।…

ଗ୍ୱାଲିୟର Covid ସେଣ୍ଟରରେ ନିଆଁ , ବିନା ପିପିଇ କିଟରେ ସବୁ ରୋଗୀଙ୍କୁ ବାହାର କଲେ ୨ମହିଳା ଡାକ୍ତର

ଗ୍ୱାଲିୟର : ଗୋଟିଏ ପଟେ ସଂକ୍ରମଣ ଭୟ ସେପଟେ ଅଗ୍ନି ଦୁର୍ଘଟଣା, ନିଜ ଜୀବନକୁ ବାଜି ଲଗାଇଦେଲେ ଦୁଇ ମହିଳା ଡାକ୍ତର।  କୋଭିଡ କେୟାର ସେଣ୍ଟରରୁ ସମସ୍ତ ରୋଗୀଙ୍କୁ ସୁରକ୍ଷିତ ବାହାର କଲେ। …

ସୁର ଭାଇଙ୍କ ସ୍ୱର ଶୁଣିବ ଓଡ଼ିଶା

ଭୁବନେଶ୍ବର: ପ୍ରଥମ ଥର ପାଇଁ ଗୀତ ଗାଇଲେ ବିଧାୟକ ସୁରେଶ କୁମାର ରାଉତରାୟ। ତାହା ପୁଣି ରାପ। ଜଣାଶୁଣା ସଙ୍ଗୀତ ନିର୍ଦେଶକ ଜାପାନୀ ଭାଇଙ୍କ ସଙ୍ଗୀତ ନିର୍ଦେଶନାରେ ଆଜି କଟକର ମିଲନ ଷ୍ଟଡ଼ିଓରେ…

ଓଡିଶାର ୮ଟି ଜିଲ୍ଲାରେ ସେସମିକ୍ ସର୍ବେକ୍ଷଣ ଅଭିଯାନର ଶୁଭାରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ପୁରୀ ଜିଲ୍ଲା କାକଟପୁର ସ୍ଥିତ ମହାନଦୀ ଅବବାହିକା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଓପନ ଏକ୍ରେଜ୍ ଲାଇସେନ୍ସିଂ ପଲିସି(ଓଏଏଲପି)ଅଧୀନରେ ତୈଳ…

ଜଳପଥରେ ଦମ୍ ଦେଖାଇଲେ ୪ ଦେଶର ନୌସେନା, ଭାରତୀୟ ବାୟୁ ସେନା ମଧ୍ୟ କଲା କମାଲ

ନୂଆଦିଲ୍ଲୀ : ଆକାଶମାର୍ଗରେ ୪ ଦେଶର ନୌସେନାଙ୍କ ଜୋରଦାର ଯୁଦ୍ଧାଭ୍ୟାସ । ଚୀନକୁ ସାବାଡ କରିବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି ବିଭିନ୍ନ ଦେଶ । ଭାରତର ମିଗ୍-୨୯କେ ଏବଂ ଆମେରିକାର ଏଫ୍-୧୮ ଲଡାଖୁ…

ସୁରକ୍ଷା ବାହିନୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ୪ ଆତଙ୍କବାଦୀ ନିହତ

ଜାମ୍ମୁକାଶ୍ମୀର : ଜାମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀର ଅପରେସନ୍ ଜାରି ରହିଛି। ଆତଙ୍କବାଦୀ ଥିବାର ଗୁପ୍ତ ସୂଚନା ପାଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା ଏବଂ ପ୍ରତ୍ୟେକ ବ୍ଲକକୁ ଆସୁଥିବା ଯାନବାହନକୁ…

ନିଜକୁ ସଙ୍ଗରୋଧ କଲେ ସଲମାନ ଖାନ

ମୁମ୍ବାଇ: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଡ୍ରାଇଭର ସମେତ ଦୁଇଜଣ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେମାନଙ୍କ ସଂସ୍ପର୍ଶରେ ଆସିଥିବାରୁ ସଲମାନ ଖାନ ଏବେ ନିଜକୁ ସଙ୍ଗରୋଧ କରିଛନ୍ତି। କରୋନା ଦ୍ବାରା…

ଆସନ୍ତାକାଲିଠୁ ବିଧାନସଭାର ଶୀତ ଅଧିବେଶନ : କମ୍ପିବ ଗୃହ

ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭାର ଶୀତ ଅଦିବେସନ ।  ମୁହାଁମୁହିଁ ହେବେ ଶାସକ-ବିରୋଧୀ । ଷୋଡ଼ଶ ବିଧାନସଭାର ପଞ୍ଚମ ଅଧିବେଶନ ପାଇଁ ଶାସକ ଦଳ ସହ ବିରୋଧୀ ଦଳ ମଧ୍ୟ…