ଓଡ଼ିଆରେ ଶପଥ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦ୍ବିତୀୟ ଥର ପାଇଁ ଲୋକସଭା ସାଂସଦ ଭାବେ କଲେ ଶପଥ ପାଠ। ଏଥର ସମ୍ବଲପୁର ଆସନରୁ ସଂସଦର ନିମ୍ନ ସଦନକୁ ହୋଇଛନ୍ତି ନିର୍ବାଚିତ । ସମ୍ବଲପୁର ଆସନରୁ ଲୋକସଭାକୁ ନିର୍ବାଚିତ ହେବା ସହ ଏଥର ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ବ ନେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ।
ତାଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ ପ୍ରମୁଖ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି ଆଜି ପ୍ରଥମ ଦିନରେ ୨୮୦ ସାଂସଦ ଶପଥ ଗ୍ରହଣ କରିବେ । ଏହାପରେ ୨୬ ତାରିଖରେ ବାଚସ୍ପତି ନିର୍ବାଚନ

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *